Home ବଡ ଖବର ୧୩ଟି ବଗି ଲାଇନଚ୍ୟୁତ l

୧୩ଟି ବଗି ଲାଇନଚ୍ୟୁତ l

212
0

ଆମଭାରତ ( ପାଟଣା ) 31/3 : ବିହାରର ସରଣ ଜିଲ୍ଲା ଛପରାରର ଗୌତମସ୍ଥାନ ନିକଟରେ ୧୯୦୪୬ ଛପରା-ସୁରତ ତପ୍ତିଗଙ୍ଗା ଏକ୍ସପ୍ରେସର ୧୩ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ଏଥିରେ ମାତ୍ର ୪ଜଣ ଆହତ ହୋଇଛନ୍ତି। ସକାଳ ୯ଟା ୪୫ରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here