Home ଅପରାଧ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି।

କରୋନା ଆକ୍ରାନ୍ତ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି।

420
0

ଭୁବନେଶ୍ୱର,୨୫/୪( ଆମ ଭାରତ ): ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।  ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୬୪ରେ ରହିଛି ।ଏହି ସମସ୍ତ ପାଞ୍ଚ ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଖଛି।ଏମାନଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୭ ରେ ପହଞ୍ଚି ଥିବାବେଳେ ସମଗ୍ର ରାଜ୍ୟରେ ଏହାକୁ ମିଶାଇ ସଂଖ୍ୟା ୧୦୦ ହୋଇଛି।

LEAVE A REPLY

Please enter your comment!
Please enter your name here