Home ଅପରାଧ ରାଜ୍ୟରେ ୭୨୮ ଆକ୍ରାନ୍ତ ସୁସ୍ଥ ।

ରାଜ୍ୟରେ ୭୨୮ ଆକ୍ରାନ୍ତ ସୁସ୍ଥ ।

42
0

ଭୁବନେଶ୍ୱର,୨୫ ।୭( ଆମ ଭାରତ ):  ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫ ହଜାର ୯୨୮ ଜଣ ସୁସ୍ଥ ହେଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରେ ୪୯, କଟକରେ ୪୩, ବାଲେଶ୍ୱରରେ ୩୩, ଯାଜପୁରରୁ ୩୨, ଗଜପତିରେ ୨୩, ମୟୂରଭଞ୍ଜରୁ ୧୯, ଅନୁଗୁଳରୁ ୧୮, ଜଗତସିଂହପୁର ଓ ନୟାଗଡରୁ ୧୭, ସମ୍ବଲପୁରରୁ ୧, ମାଲକାନଗିରିରୁ ୧୦, ବରଗଡ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ୭ ଜଣ ଲେଖାଏଁ, ବଲାଙ୍ଗିର, ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲେଖାଏଁ, ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩, ବୌଦ୍ଧ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here