Home ଓଡ଼ିଶା ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ।

ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ।

78
0

ନୂଆଦିଲ୍ଲୀ,୧୬ ।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ ହେବ ପରେ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରଣବ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏବେ ବି ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ତାଙ୍କୁ ଅନେକ ପୁରୁଣା ରୋଗ ହୋଇଥିବା ବେଳେ ମୁର୍ଖାଜୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ସ୍ୱତନ୍ତ୍ର ବିଶେଷଜ୍ଞ ଟିମ୍ ନଜର ରଖିଛି । ଏନେଇ ଦିଲ୍ଲୀ ଆର୍ମି ହସ୍ପିଟାଲରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here